ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ମହିଳା ମୃତ
ମୋହନା(କେନ୍ୟୁଜ୍): ଗଜପତି ଜ଼ିଲ୍ଲା ଅଡବା ଥାନା ଦମାଦୁଆ ଗ୍ରାମ ନିକଟରେ ବାଇକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଳକ ଗୁରୁତର ଆହତ ହୋଇଛନ୍ତି । ମୃତକ କନ୍ଧମାଳ ଜ଼ିଲ୍ଲା ଦାର୍ଶିଙ୍ଗବାଡ଼ି ଗ୍ରାମର ହେମନ୍ତୀ ନାୟକ ହୋଇଥିବା ବେଳେ ଆହତ ଜଣକ କନ୍ଧମାଳ ଜ଼ିଲ୍ଲା ବୁଡୁସୁଲା…