ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ଅଟକ, ପୋଲିସ ତଦନ୍ତ ଜାରି
ମୋହନା : ଗଜପତି ଜିଲ୍ଲା ମୋହନା ଥାନା ବଡସିନ୍ଧବା ଉଚ୍ଚ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ହୋଇଛି l ଅସଦାଚରଣ ଅଭିଯୋଗରେ ସେହି ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଅଟକ ରଖି ତଦନ୍ତ କରୁଛି ମୋହନା ପୁଲିସ l
ଥାନା ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର…