ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ, ଜବତ ହୋଇଛି ବିଡା ବିଡା ଟଙ୍କା ଓ ପୁଳା ପୁଳା ସୁନା
କଳାହାଣ୍ଡି: ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ । ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ । ଜବତ ହୋଇଛି ବିଡା ବିଡା ଟଙ୍କା ଓ ପୁଳା ପୁଳା ସୁନା । ସମସ୍ତ ବ୍ୟାଙ୍କ୍ ଆକାଉଣ୍ଟ ଓ ଜମିବାଡ଼ି ସମ୍ପର୍କିତ କାଗଜପତ୍ରର…