Browsing Tag

monsoon hit odisha

ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଛୁଇଁବ ମୌସୁମୀ, ବର୍ଷା ପାଇଁ ୨୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ…

ଭୁବନେଶ୍ବର(କେନ୍ୟୁଜ): ୩ଦିନ ହେଲାଣି ଅଗ୍ରସର ହେଉନି ମୌସୁମୀ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ତିନି ଦିନ ହେଲାଣି ହେଲେ ମୌସୁମୀ ଆଗକୁ ଅଗ୍ରସର ହେଉନି ।ମୌସୁମୀ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି । ଓଡ଼ିଶାର ଆଉ କିଛି ଅଞ୍ଚଳକୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଛୁଇଁବ…

୩ ଦିନରେ ସାରା ଓଡ଼ିଶାକୁ ଛୁଇଁବ ମୌସୁମୀ: ୧୯ରୁ ବଢିବ ବର୍ଷା ପରିମାଣ, ୨୦ ବେଳକୁ ଲଘୁଚାପ ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ): ଦେଓମାଳିରୁ ପହିଲି ପରଶ। ୩ ଦିନରେ ସାରା ଓଡ଼ିଶାକୁ ଛୁଇଁବ ମୌସୁମୀ। ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ସଂପୂର୍ଣ୍ଣ ଅଗ୍ରସର ହୋଇଥିବାବେଳେ ନୂଆପଡ଼ା , କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ଆଂଶିକ…

ରାଜ୍ଯରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା

ଭୁବନେଶ୍ବର(କେନ୍ୟୁଜ): ଓଡ଼ିଶା ଛୁଇଁଲା ମୌସୁମୀ। ଦକ୍ଷିଣ ଓଡ଼ିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପ୍ତଳ ରାୟଗଡ଼ା,…

ପଞ୍ଜାବ ପଟୁ ସୃଷ୍ଟି ହୋଇଛି ଟ୍ରପ୍‌ ଲାଇନ୍‌, ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଞ୍ଜାବ ପଟୁ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆଜି ରାଜ୍ଯର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସୂଚନା ଥାଉକି,  ବର୍ତ୍ତମାନ ସବୁ ଆଡେ ଜାରି ରହିଛି ମୌସୁମୀ ବର୍ଷା । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପୁରୀରେ ଆଜି…

ଓଡିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ବର: ଓଡିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁଛି । ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ୧୧ କିମ୍ବା ୧୨ ତାରିଖ ବେଳକୁ ମୌସୁମୀ ବାୟୁ ଓଡିଶା ଛୁଇଁବା ନେଇ ଆକଳନ କରାଯାଇଥିଲା । ତେବେ ପୂର୍ବାନୁମାନ…