Browsing Tag

Monsoon in Odisha

ଆଣ୍ଡାମାନରେ ପାଦ ଦେଲା ମୌସୁମୀ, ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ହେବ ସକ୍ରିୟ

ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇଛି । ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ…

ଜୁନ୍‌ ୭ରେ ଓଡ଼ିଶା ଛୁଇଁବ ମୌସୁମୀ, ଆଜି ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ନେଇ ୱେଲୋ ଓ୍ଵାର୍ଣ୍ଣିଂ ଜାରି!

ଭୁବନେଶ୍ବର(କେନ୍ୟୁଜ୍‌): ଜୁନ୍‌ ୭ରେ ଓଡ଼ିଶା ଛୁଇଁବ ମୌସୁମୀ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଫଳରେ ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ…

ଜୁନ୍ ୬ ସୁଦ୍ଧା ଓଡ଼ିଶାରେ ଛୁଇଁବ ମୌସୁମୀ, ପ୍ରଥମାର୍ଦ୍ଧରେ ହେବ ଭଲ ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୬ ସୁଦ୍ଧା ଓଡ଼ିଶାରେ ମୌସୁମୀ । ଜୁନ୍‌ ୫/୬ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଅନୁମାନ କରାଯାଉଛି । ଜୁନ୍‌ ୩/୪ ବେଳକୁ ରାଜ୍ୟରେ ତାପମାତ୍ରା କମିବା ସମ୍ଭାବନା ରହିଛି । ସେତେବେଳେ ମୌସୁମୀ ପାଇଁ ପାଗ ଅନୂକୂଳ ରହିବ । ତେଣୁ ଜୁନ୍‌ ପ୍ରଥମ…

ସେପ୍ଟେମ୍ବରରେ ଅଧା ଓଡ଼ିଶାରେ ସ୍ୱାଭାବିକଠାରୁ ହେବ ଅଧିକ ବର୍ଷା! ନିଅଣ୍ଟ ପରିମାଣ ଭରଣା ହେବ

କେନ୍ଯୁଜ୍: ସେପ୍ଟେମ୍ବର ମାସରେ ଦେଶରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ। ୧୧୦ ପ୍ରତିଶତରୁ ଅଧିକ ଦୀର୍ଘ କାଳୀନ ହାରାହାରି ବର୍ଷା ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୧୯୬୧ରୁ ୨୦୧୦ ମଧ୍ୟରେ ସେପ୍ଟେମ୍ବରରେ ଦୀର୍ଘ କାଳୀନ ହାରାହାରି ବର୍ଷା ପରିମାଣ ୧୭୦ ମିଲିମିଟିର ରହୁଛି। ତେଣୁ ଚଳିତ…

ଓଡ଼ିଶାରେ ପ୍ରାକ୍‌ ମୌସୁମୀ ସକ୍ରିୟ, ୨୪ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଆସନ୍ତାକାଲି କେରଳ ଛୁଇଁବ ମୌସୁମୀ । ଓଡ଼ିଶାରେ ପ୍ରାକ୍‌ ମୌସୁମୀ ସକ୍ରିୟ ହୋଇଛି। ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ସାଙ୍ଗକୁ ଘଡଘଡି ଓ ବର୍ଷା ଆରମ୍ଭ ହୋଇଛି। ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ଜାରି ରହିଛି ବର୍ଷା। ୨୪ ଘଣ୍ଟା…

ରଜ ସମୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବର୍ଷା, ଜୁନ୍‌ ୩ ବେଳକୁ ଛୁଇଁବ କେରଳ

ଭୁବନେଶ୍ବର: ରଜ ସମୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବର୍ଷା। ଏବର୍ଷ ଦୁଇ ଦିନ ବିଳମ୍ବରେ କେରଳ ଛୁଇଁବ ମୌସୁମୀ । ଜୁନ ୩ ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପୂର୍ବରୁ ମେ ୩୧ ତାରିଖରେ ମୌସୁମୀ କେରଳ ଛୁଇଁବା ନେଇ…

ଆସନ୍ତା ୧୦ ପର୍ଯ୍ୟନ୍ତ ରାଜ୍ୟରେ ହେବ କାଳବୈଶାଖୀ ବର୍ଷା, ୧୮ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ବର: ଆସନ୍ତା ୧୦ ପର୍ଯ୍ୟନ୍ତ ରାଜ୍ୟରେ ହେବ କାଳବୈଶାଖୀ ବର୍ଷା। ଏଥିପାଇଁ ୧୮ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଅନ୍ଯପଟେ ଜୁନ୍‌ ପହିଲାରେ ମୌସୁମୀ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ମେ ୨୮ରୁ ଜୁନ୍‌ ୩ ମଧ୍ୟରେ କେରଳରେ ମୌସୁମୀ…

ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ, ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଜୁଲାଇ ୧୩ ତାରିଖ ସୁଦ୍ଧା ସ୍ୱାଭାବିକଠାରୁ ୨ ପ୍ରତିଶତ ଅଧିକ ବର୍ଷା ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ସେହିପରି ୧୧ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ…

ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ: ପ୍ରଭାବରେ ଆଜିଠୁ ୪ ଦିନ ଯାଏ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର…

ଭୁବନେଶ୍ବର: ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ। ଏହାର ପ୍ରଭାବରେ ଗତକାଲି ରାଜ୍ୟରେ ଅନେକ ସ୍ଥାନରେ ସାମାନ୍ଯ ଧରଣର ବର୍ଷା ହୋଇଛି। ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଛି। ଆଜି ଅନେକ ସ୍ଥାନ ପାଇଁ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…

ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟାରେ ଉତ୍ତର କେନ୍ଦ୍ରୀୟ ଓଡିଶାର ଜିଲ୍ଲା ମାନଙ୍କରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା। ସାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି କିନ୍ତୁ ସ୍ୱଳ୍ପ ବର୍ଷା ହୋଇଛି। ମୟୂରଭଞ୍ଜରେ ସର୍ବାଧିକ ୫୦.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଉତ୍ତର ଓଡ଼ିଶାରେ ଭଲ…

ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ, ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଘଡଘଡି ସହ ବର୍ଷା…

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସହିତ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଟ୍ରପ ଲାଇନ୍‌ । ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ୱଳରୁ…