Below header
Browsing Tag

Monsoon in Odisha

ପଞ୍ଜାବ ପଟୁ ସୃଷ୍ଟି ହୋଇଛି ଟ୍ରପ୍‌ ଲାଇନ୍‌, ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଞ୍ଜାବ ପଟୁ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଥିବାରୁ ଆଜି ରାଜ୍ଯର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସୂଚନା ଥାଉକି,  ବର୍ତ୍ତମାନ ସବୁ ଆଡେ ଜାରି ରହିଛି ମୌସୁମୀ ବର୍ଷା । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପୁରୀରେ ଆଜି…

ଆସନ୍ତାକାଲିଠାରୁ ବଢିବ ବର୍ଷାର ପରିମାଣ ! ୨୧ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡରେ ପ୍ରବଳରୁ…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା!

ଭୁବନେଶ୍ବର: ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ…

ଓଡିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ବର: ଓଡିଶା ଛୁଇଁଲା ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶା ଛୁଇଁଛି । ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ୧୧ କିମ୍ବା ୧୨ ତାରିଖ ବେଳକୁ ମୌସୁମୀ ବାୟୁ ଓଡିଶା ଛୁଇଁବା ନେଇ ଆକଳନ କରାଯାଇଥିଲା । ତେବେ ପୂର୍ବାନୁମାନ…

ବଙ୍ଗୋପସାଗରରେ ଲଘୁଚାପ, ପ୍ରଭାବରେ ଆଜିଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ବର: ଲଘୁଚାପରେ ପରିଣତ ହୋଇଛି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବ । ଏହାର ପ୍ରଭାବରେ ଓଡ଼ିଶାରେ ଆଜିଠୁ ବର୍ଷା ହେବ । ତେବେ ଗଞ୍ଚାମ, ଗଜପତି,…

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ! ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା । ଖାସ୍ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର…

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ! ୯ଟି…

ଭୁବନେଶ୍ବର: ଆସନ୍ତା ୮ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡ଼କୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସହ ଓଡ଼ିଶାକୁ ପ୍ରବେଶ କରିବ ମୌସୁମୀ। ଆଞ୍ଚଳିକ ପାଣିପାଗ ବିଜ୍ଞ‌ାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ…

ଆଜି ଓଡିଶାର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଜି ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ।…

ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି, ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ସ୍ୱତନ୍ତ୍ର…

ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟରେ ଦୁଇ ତାରିଖ ଯାଏ ପ୍ରବଳ ବର୍ଷା। ଏଥିଲାଗି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ବିଶେଷ କରି କଳାହାଣ୍ଡି,କନ୍ଧମାଳ, ଗଜପତି, ଗଞ୍ଜାମ, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ…

ବଦଳିଲା ପାଗ : ଉତ୍ତର-ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ସାରା ରାଜ୍ୟରେ ଲଗାଣ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍) : ବଦଳିଲା ପାଣିପାଗ। ଗତକାଲି ରାତିରୁ ସାରା ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଏହାର ପ୍ରଭାବରେ ଜୁଲାଇ ୧ ତାରିଖରେ ଉପକୂଳ ଓଡିଶାରେ ପ୍ରବଳ ରୁ…

ଆସନ୍ତା ସପ୍ତାହରୁ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଜୁନ ଶେଷରୁ ଜୁଲାଇ ପ୍ରଥମ ଭାଗ ମଧ୍ୟରେ ପ୍ରବଳରୁ ଅତି…

ଭୁବନେଶ୍ବର (କେନ୍ୟୁଜ୍): ରାଜ୍ୟରୁ ମୌସୁମୀ ଉଭାନ୍‌ । ତେବେ କାଁ ଭାଁ ସ୍ଥାନରେ ବର୍ଷା ହେଉଛି। ୩ ଦିନ ପରେ ପୁଣି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୯ ତାରିଖ ରାତିରୁ ପାଗରେ ପରିବର୍ତ୍ତନ ଆସିବ । ଉତ୍ତର-ପୂର୍ବ ବଙ୍ଗୋପସାଗରରେ…

ଓଡ଼ିଶା ଛୁଇଁବା ପରେ ସକ୍ରିୟ ହେଉଛି ମୌସୁମୀ ବାୟୁ, ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ଓଡ଼ିଶା ଛୁଇଁବା ପରେ ସକ୍ରିୟ ହେଉଛି ମୌସୁମୀ ବାୟୁ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା। ଅଳ୍ପ କେତେକ ଅଞ୍ଚଳକୁ ବାଦ ଦେଲେ ମୌସୁମୀ ରାଜ୍ୟର ଅଧିକାଂଶ ଅଞ୍ଚଳକୁ ଛୁଇଁଛି। ପାଣିପାଗ ବିଭାଗ ସୂଚନା ଦେଇଛି, ଆସନ୍ତା ୨୪ ଘଣ୍ଟା ଭିତରେ ସାରା ରାଜ୍ୟରେ…