Browsing Tag

Monsoon rain

ପାଗ ଅନୁକୂଳ; ଆଜି ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶା ଛୁଇଁବ ମୌସୁମୀ। ଏଥିପାଇଁ ପାଗ ଅନୁକୂଳ ରହିଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ପ୍ରାକ୍‌ ମୌସୁମୀ ବର୍ଷା । ମଙ୍ଗଳବାରଠୁ ବର୍ଷା ଆରମ୍ଭ ହୋଇଥିବାବେଳେ ବୁଧବାର ବର୍ଷାର ବିସ୍ତତି ବୃଦ୍ଧି ପାଇଛି। ବର୍ଷାର ପରିମାଣ, ତାପମାତ୍ରାରେ ହ୍ରାସ ଓ ପବନର…

ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି: ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭ ଜଣଙ୍କ ମୃତ୍ୟୁ, ୪ ଚାଷୀ ଗୁରୁତର

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପ୍ରଭାବରେ ବର୍ଷା ଜାରି । ୩ ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।…

ଆଜିଠାରୁ ୧୬ ଯାଏ ରାଜ୍ୟରେ ଭୀଷଣ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍):ଆଜିଠୁ ପ୍ରବଳ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ତୁହାକୁ ତୁହା ବର୍ଷା ହେଉଛି । ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୱେଲ ମାର୍କଡ ଲୋ ପ୍ରେସର ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜିଠାରୁ ୧୬ ଯାଏ ରାଜ୍ୟରେ ଭୀଷଣ ବର୍ଷା ହେବ । ଏନେଇ ସତର୍କ…

ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ଜାରି: ଫୁଲୁଛି ନଦୀ ଓ ଡ଼୍ୟାମ୍, ପାଣିରେ ବୁଡି ରହିଛି ରାସ୍ତା ଘାଟ ସହିତ ଚାଷ ଜମି

ଭଞ୍ଜନଗର(କେନ୍ୟୁଜ୍): ଗତ ରବିବାର ଠାରୁ ଗଂଜାମ ଜିଲ୍ଲାର ଭଞ୍ଜନଗର ,ଜଗନ୍ନାଥପ୍ରସାଦ, ଆସିକା , ବୁଗୁଡ଼ା , ପୋଲସରା , ବେଲଗୁଣ୍ଠା ଓ କବିସୂର୍ଯ୍ୟନଗର ବ୍ଳକର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ରାସ୍ତା ଘାଟ ଠାରୁ ଆରମ୍ଭ କରି ଚାଷଜମି ଓ କେତେକ ଗାଁ ରେ ବର୍ଷାଜଳ ପ୍ରବାହିତ କରିବା…

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର (କେନ୍ୟୁଜ୍): ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ପାଇଁ ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା,…

୧୫ ଯାଏ ରାଜ୍ୟରେ ଜାରି ରହିବ ବର୍ଷା, ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ

ଭୁବନେଶ୍ୱର(କେନ୍ୟୁଜ୍): ୧୫ ଯାଏ ପ୍ରବଳ ବର୍ଷିବ। ରାଜ୍ୟରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ହୋଇ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରୁଛନ୍ତି ପାଣିପାଗ ବିଶେଷଜ୍ଞ। ଆସନ୍ତା ୯ ଓ ୧୩ରେ…

ମୌସୁମୀ ପ୍ରଭାବରେ ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତା ୨୬ ଯାଏ ମେଘୁଆ ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା…

ରାଜଧାନୀରେ ପ୍ରବଳ ବର୍ଷା: ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ କାଚୁଛି

ଭୁବନେଶ୍ୱର(କେନ୍ୟୁଜ):ରାଜଧାନୀରେ ପ୍ରବଳ ବର୍ଷା। ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। କିଛି ସମୟ ପରେ ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ ବର୍ଷା ହୋଇଥିଲା। ପ୍ରବଳ ବର୍ଷାରେ ହଠାତ ରାଜଧାନୀରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।…

ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ: ଆଜି ୧୩ ଜିଲ୍ଲାରେ ପ୍ରବଳ କାଚିବା ସମ୍ଭାବନା, ଗତ ୨୪ ଘଣ୍ଟାରେ…

ଭୁବନେଶ୍ୱର(କେନ୍ୟୁଜ): ସାରା ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି…

ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ୮୧ ପ୍ରତିଶତ ଅଧିକ ବର୍ଷା: ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ): ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ମୌସୁମୀ ଛୁଇଁବା ଯୋଗୁଁ ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ୮୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ପାଣିପାଗ ବିଭାଗ କହିଛି, ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ…

ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ୫ଦିନ ଯାଏ ଲାଗି ରହିବ ବର୍ଷା

କେନ୍ୟୁଜ୍(ବ୍ୟୁରୋ): ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତ ୨୪ ଘଣ୍ଟାରେ ଓଡ଼ିଶାର ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି। ଆଗାମୀ ୫ଦିନ ଯାଏ ଏହି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଗତ ୨୪ ଘଣ୍ଟାରେ ରାଜ୍ୟର ୨ଟି ସ୍ଥାନରେ ଅତି…

ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଆଜି ପାଇଁ ୬ ଜିଲ୍ଲାକୁ ପ୍ରବଳ ବର୍ଷା…

ଭୁବନେଶ୍ବର(କେନ୍ୟୁଜ): ମୌସୁମୀ ଅଗ୍ରସର ନେଇ ବାଟ ଫିଟାଉଛି ପ୍ରାକ୍‌ ମୌସୁମୀ ବର୍ଷା । ଆଜିଠାରୁ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପ୍ରବଳ ବର୍ଷା ୭ରୁ ୧୧ ସେଣ୍ଟିମିଟର ଓ ଅତି ପ୍ରବଳ ବର୍ଷା ୧୧ରୁ ୨୦ ସେଣ୍ଟିମିଟର…