Monsoon rain

ପାଗ ଅନୁକୂଳ; ଆଜି ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ଓଡ଼ିଶା ଛୁଇଁବ ମୌସୁମୀ। ଏଥିପାଇଁ ପାଗ ଅନୁକୂଳ ରହିଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଜାରି ରହିଛି ପ୍ରାକ୍‌ ମୌସୁମୀ ବର୍ଷା ।…

1 year ago

ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି: ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭ ଜଣଙ୍କ ମୃତ୍ୟୁ, ୪ ଚାଷୀ ଗୁରୁତର

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପ୍ରଭାବରେ ବର୍ଷା ଜାରି । ୩ ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ…

2 years ago

ଆଜିଠାରୁ ୧୬ ଯାଏ ରାଜ୍ୟରେ ଭୀଷଣ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍):ଆଜିଠୁ ପ୍ରବଳ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ତୁହାକୁ ତୁହା ବର୍ଷା ହେଉଛି । ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୱେଲ…

2 years ago

ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ଜାରି: ଫୁଲୁଛି ନଦୀ ଓ ଡ଼୍ୟାମ୍, ପାଣିରେ ବୁଡି ରହିଛି ରାସ୍ତା ଘାଟ ସହିତ ଚାଷ ଜମି

ଭଞ୍ଜନଗର(କେନ୍ୟୁଜ୍): ଗତ ରବିବାର ଠାରୁ ଗଂଜାମ ଜିଲ୍ଲାର ଭଞ୍ଜନଗର ,ଜଗନ୍ନାଥପ୍ରସାଦ, ଆସିକା , ବୁଗୁଡ଼ା , ପୋଲସରା , ବେଲଗୁଣ୍ଠା ଓ କବିସୂର୍ଯ୍ୟନଗର ବ୍ଳକର ବିଭିନ୍ନ ସ୍ଥାନରେ…

2 years ago

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ୍): ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ପାଇଁ…

2 years ago

୧୫ ଯାଏ ରାଜ୍ୟରେ ଜାରି ରହିବ ବର୍ଷା, ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ

ଭୁବନେଶ୍ୱର(କେନ୍ୟୁଜ୍): ୧୫ ଯାଏ ପ୍ରବଳ ବର୍ଷିବ। ରାଜ୍ୟରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ହୋଇ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହରେ…

2 years ago

ମୌସୁମୀ ପ୍ରଭାବରେ ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତା ୨୬ ଯାଏ ମେଘୁଆ ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ…

2 years ago

ରାଜଧାନୀରେ ପ୍ରବଳ ବର୍ଷା: ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ କାଚୁଛି

ଭୁବନେଶ୍ୱର(କେନ୍ୟୁଜ):ରାଜଧାନୀରେ ପ୍ରବଳ ବର୍ଷା। ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। କିଛି ସମୟ ପରେ ବିଜୁଳି ଓ…

2 years ago

ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ: ଆଜି ୧୩ ଜିଲ୍ଲାରେ ପ୍ରବଳ କାଚିବା ସମ୍ଭାବନା, ଗତ ୨୪ ଘଣ୍ଟାରେ ୧୭.୩ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ): ସାରା ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୧୩ ଜିଲ୍ଲାରେ…

2 years ago

ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ୮୧ ପ୍ରତିଶତ ଅଧିକ ବର୍ଷା: ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ): ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ମୌସୁମୀ ଛୁଇଁବା ଯୋଗୁଁ ଗତ ୨୪ଘଣ୍ଟାରେ ରାଜ୍ୟରେ…

2 years ago

ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ୫ଦିନ ଯାଏ ଲାଗି ରହିବ ବର୍ଷା

କେନ୍ୟୁଜ୍(ବ୍ୟୁରୋ): ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଗତ ୨୪ ଘଣ୍ଟାରେ ଓଡ଼ିଶାର ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି। ଆଗାମୀ ୫ଦିନ ଯାଏ…

2 years ago

ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଆଜି ପାଇଁ ୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ,

ଭୁବନେଶ୍ବର(କେନ୍ୟୁଜ): ମୌସୁମୀ ଅଗ୍ରସର ନେଇ ବାଟ ଫିଟାଉଛି ପ୍ରାକ୍‌ ମୌସୁମୀ ବର୍ଷା । ଆଜିଠାରୁ ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି…

2 years ago