କିଟରେ ତିନିଦିନିଆ ଏମ୍ଏସ୍ଏମ୍ଇ ଓ ଷ୍ଟାର୍ଟଅପ୍ ବାଣିଜ୍ୟ ମେଳା ୨୦୨୪ ଉଦଘାଟିତ
କିଟରେ ତିନିଦିନିଆ ଏମ୍ଏସ୍ଏମ୍ଇ ଓ ଷ୍ଟାର୍ଟଅପ୍ ବାଣିଜ୍ୟ ମେଳା ୨୦୨୪ ଉଦଘାଟିତ । ରାଜ୍ୟ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ଏହି ଅବସରରେ…