murder in bansapal

ବାଂଶପାଳ ଫୁଲଝର ରୁଗୁଡି ସାହିରେ ବୀଭତ୍ସ ହତ୍ୟାକାଣ୍ଡ: ଟାଙ୍ଗିଆରେ ହାଣି ଜଣଙ୍କୁ ହତ୍ୟା କଲା ଯୁବକ

ବାଂଶପାଳ: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଫୁଲଝର ରୁଗୁଡି ସାହିରେ ଘଟିଛି ଅଭାବନୀୟ ଘଟଣା। ଗ୍ରାମର ଦାମୋଦର ମୁଣ୍ଡାଙ୍କୁ ଟାଙ୍ଗିଆରେ ହାଣି ବୀଭତ୍ସ ହତ୍ୟା…

3 years ago