ପଡ଼ୋଶୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା
ଭୁବନେଶ୍ୱର (କେନ୍ୟୁଜ): ପଡ଼ୋଶୀଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ହତ୍ୟା। ଭୁବନେଶ୍ୱର ୟୁନିଟ-୧ ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତକଙ୍କ ନାଁ ସୁଶାନ୍ତ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ହୋଇଛି ସୁଶାନ୍ତଙ୍କ ମୃତଦେହ।
ଗତକାଲି ରାତିରେ ଏଭଳି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ପୂର୍ବ…