ସ୍କିନ ସମସ୍ୟାକୁ ନେଇ ଚିନ୍ତିତ କି? ଏହି ଉପାୟରେ ବ୍ୟବହାର କରନ୍ତୁ ସୋରିଷ ତେଲ
ସୋରିଷ ତେଲ ପ୍ରତ୍ୟେକ ଲୋକଙ୍କ ଘରେ ମିଳିଥାଏ । ସୋରିଷ ତେଲକୁ ସାଧାରଣତଃ ଅଧିକାଂଶ ଲୋକ ରୋଷେଇରେ ବ୍ୟବହାର କରିଥାନ୍ତି । ଏହା କେବଳ ଖାଦ୍ୟକୁ ସ୍ୱାଦିଷ୍ଟ କରେ ତାହା ନୁହେଁ, ଏହା ସ୍ୱାସ୍ଥ୍ୟ ପାଇଁ ବହୁତ ଉପକାରୀ । ସୋରିଷ ତେଲରେ ଅନେକ ଉପକାରୀ ଗୁଣ ଭରି ରହିଛି । ଯାହା ଆପଣଙ୍କ ସ୍ୱାସ୍ଥ୍ୟକୁ…