ମିଆଁମାର ଓ ଉତ୍ତରାଖଣ୍ଡରେ ଭୂକମ୍ପ ଝଟକା, ଶୋଇଥିବା ବେଳେ ଥରିଲା ମାଟି
ଭୂକମ୍ପରେ ଥରିଲା ମିଆଁମାର । ମିଆଁମାରରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୪.୮ ଥିଲା । ବିଳମ୍ବିତ ରାତିରେ ଭୂକମ୍ପର ଝଟକା ଅନୁଭୂତ ହୋଇଥିଲା । ତେବେ ବଡ଼ ଧରଣର ଭୂକମ୍ପ ହୋଇଥିଲେ ମଧ୍ୟ କ୍ଷୟକ୍ଷତି ନେଇ ସବିଶେଷ ତଥ୍ୟ ମିଳି ନାହିଁ । ବିଳମ୍ବିତ ରାତିରେ…