Below header
Browsing Tag

nabajouban darshan

୧୯ରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ପୂର୍ବାହ୍ନ ୧୧ଟାରୁ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ (କେନ୍ୟୁଜ): ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ୪ ଦିନ। ୧୯ ତାରିଖରେ ପବିତ୍ର ନବଯୌବନ ଦର୍ଶନ। ସକାଳ ୮ଟାରୁ ଆରମ୍ଭ ହେବ ପରିମାଣିକ ଟିକେଟ ଦର୍ଶନ। ପ୍ରାୟ ୧ ଘଣ୍ଟା ଧରି ଚାଲିବ ଦର୍ଶନ। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର…

ଆଜି ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ: ୧୫ ଦିନ ଧରି ଅନବସରରେ ରହିବା ପରେ ରତ୍ନସିଂହାସନରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ ବା ନେତ୍ରୋତ୍ସବ । ଦୀର୍ଘ ୧୫ ଦିନ ଧରି ଅନବସରରେ ରହିବା ପରେ ଆଜି ମହାପ୍ରଭୁ ରତ୍ନସିଂହାସନରେ ଦର୍ଶନ ଦେବେ । ତେବେ କେଳବ ସେବାୟତମାନେ ଏହି ଦର୍ଶନ କରିପାରିବେ । ଆଜି ମହାପ୍ରଭୁଙ୍କ ବନକଲାଗି ତଥା ମୃଖଶିଂଖାର ନୀତି ଦତ୍ତମହାପାତ୍ର ମାନେ କରିବା ପରେ…