ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ
ସମ୍ବଲପୁର (କେନ୍ୟୁଜ୍): ନୂଆଁଖାଇ ପାଇଁ ଚଳଚଞ୍ଚଳ ସାରା ପଶ୍ଚିମ ଓଡ଼ିଶା। ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେଲା ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟରେ ଇଷ୍ଟଦେବୀଙ୍କ ପାଖରେ ରୀତିନୀତି ଅନୁସାରେ ନବାନ୍ନ ଲାଗି ହୋଇଛି। ମାଆ ସମଲେଶ୍ୱରୀଙ୍କୁ ଲାଗି ହୋଇଛି ନୂତନ ସରିଆ ଧାନରେ ତିଆରି ବ୍ୟଞ୍ଜନ…