Below header
Browsing Tag

naib sarpanch

ନାଏବ ସରପଞ୍ଚ ନିର୍ବାଚନକୁ କେନ୍ଦ୍ର କରି ୱାର୍ଡ ସଭ୍ୟଙ୍କୁ ଅପହରଣ ! ଥାନାରେ ଏତଲା ଦେଲେ ପତ୍ନୀ

ଯାଜପୁର ଟାଉନ୍(କେନ୍ଯୁଜ୍): ନାଏବ ସରପଞ୍ଚ ନିର୍ବାଚନକୁ କେନ୍ଦ୍ର କରି ୱାର୍ଡ ସଭ୍ୟଙ୍କୁ ଅପହରଣ ଅଭିଯୋଗ। ଯାଜପୁର ବ୍ଲକ ପଣସା ପଂଚାୟତର ୧୨ନମ୍ବର ୱାର୍ଡ ସଭ୍ୟ ମନୋଜ ରାଉତଙ୍କୁ ପଂଚାୟତର କେତେକ ଦୁର୍ବୃତ୍ତ ଆଜି ପୂର୍ବାହ୍ନରେ ଅପହରଣ କରି ନେଇଥିବା ଅଭିଯୋଗ କରିଛନ୍ତି ମନୋଜଙ୍କ ପତ୍ନୀ…

ଆସନ୍ତାକାଲି ନାଏବ ସରପଞ୍ଚ ପାଇଁ ନିର୍ବାଚନ: ୧୨ରେ ବ୍ଲକ ଅଧ୍ୟକ୍ଷ ଓ ୧୩ ତାରିଖରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ…

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତାକାଲି ନାଏବ ସରପଞ୍ଚ ପାଇଁ ନିର୍ବାଚନ ହେବ । ୧୨ ତାରିଖରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଓ ୧୩ ତାରିଖରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ । ଯେଉଁ ପଞ୍ଚାୟତରେ ସରପଞ୍ଚ ଓ ଅଧାରୁ ଅଧିକ ୱାର୍ଡମେମ୍ବର ନିର୍ବାଚିତ ହୋଇଛନ୍ତି ସେଠାର ନାଏବ ସରପଞ୍ଚ…