ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନାମ୍ବିଆର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ, ଏପର୍ଯ୍ୟନ୍ତ ୨୭ଟି ଅନ୍ତର୍ଜାତୀୟ ପୁରସ୍କାର…
ଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବୁଧବାର ଦିନ ନାମ୍ବିଆର ସର୍ବୋଚ୍ଚ ନାଗରିକ ସମ୍ମାନ 'ଅର୍ଡର ଅଫ୍ ଦି ମୋଷ୍ଟ ଆନସିଏଣ୍ଟ ୱେଲୱିଟସ୍ଚିଆ ମିରାବିଲିସ୍' ପ୍ରଦାନ କରାଯାଇଥିଲା । ଏହି ସମ୍ମାନ ତାଙ୍କୁ ନାମ୍ବିଆର ରାଷ୍ଟ୍ରପତି ନେତୁମ୍ବୋ ନନ୍ଦୀ-ଦୈତୱା ଏକ ସ୍ୱତନ୍ତ୍ର ଉତ୍ସବରେ…