ନନ୍ଦନକାନନରେ ନବଜାତ ବାଘ ଛୁଆ ଓ ସିଂହ ଛୁଆର ନାମକରଣ କଲେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଅଶ୍ବିନୀ ଚୌବେ
ଭୁବନେଶ୍ବର(କେନ୍ୟୁଜ୍):ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ନବଜାତ ବାଘ ଛୁଆ ଓ ସିଂହ ଛୁଆର ନାମକରଣ କଲେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ରାଷ୍ଟ୍ରମନ୍ତ୍ରୀ ଅଶ୍ବିନୀ ଚୌବେ । ମାର୍ଚ୍ଚରେ ଜନ୍ମଗ୍ରହଣ କରିଥିବା ବାଘ ଛୁଆର ନାମ ହିମାଂଶୀ ଓ ସିଂହଛୁଆର ନାମ କାମିନୀ ରଖିଛନ୍ତି । ସେହିଭଳି ଏହି ବାଘ ଛୁଆ ଓ…