କରିତକର୍ମାଙ୍କ କୋଟି କୋଟି ଟଙ୍କା, ଭିଜିଲାନ୍ସ କୋର୍ଟରେ ହାଜର ହେବେ କୁବେର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ
ନବରଙ୍ଗପୁର (କେନ୍ୟୁଜ): ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟରେ ହାଜର ହେବେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ଆଜି ସନ୍ଧ୍ୟାରେ ସୁନ୍ଦରଗଡ ଭିଜିଲାନ୍ସ କୋର୍ଟରେ ନବରଙ୍ଗପୁର ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ହାଜର କରିବ ଭିଜିଲାନ୍ସ । ସୁନ୍ଦରଗଡ଼ ସ୍ୱତନ୍ତ୍ର…