Browsing Tag

Narhari Sethi

ବଦଳିଲେ କଟକ ଜିଲ୍ଲାପାଳ, ନରହରି ସେଠୀ ହେଲେ ନୂଆ ଜିଲ୍ଲାପାଳ

କଟକ (କେନ୍ୟୁଜ): ବଦଳିଲେ କଟକ ଜିଲ୍ଲାପାଳ । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କର ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ତାଙ୍କ ସ୍ଥାନରେ ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି । ସେ ଏବେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଅଛନ୍ତି ।