ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ, ଶ୍ରେଷ୍ଠ ନାୟକ ଶାହରୁଖ ଏବଂ ବିକ୍ରାନ୍ତ, ଶ୍ରେଷ୍ଠ ଅଭିନେତ୍ରୀ ରାଣୀ ମୁଖାର୍ଜୀ
ନୂଆଦିଲ୍ଲୀ : ନୂଆଦିଲ୍ଲୀର ବିଜ୍ଞାନ ଭବନରେ ୭୧ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସାମରୋହ ଅନୁଷ୍ଠିତ ହୋଇଛି । ଏହି ସମାରୋହରେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ସମ୍ମାନିତ କରିଛନ୍ତି । ୨୦୨୩ରେ ରିଲିଜ ହୋଇଥିବା ଫିଲ୍ମ ଆଧାରରେ ଆୱାର୍ଡ ଦିଆଯାଉଛି ।
ଶାହରୁଖ ଖାନ ଏବଂ…