ଜାତୀୟ ରାଜପଥରେ ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି, ୧୭ ଗୁରୁତର
ଅନୁଗୋଳ: ଜାତୀୟ ରାଜପଥରେ ଡିଭାଇଡରେ ପିଟି ହେଲା ଟୁରିଷ୍ଟ ଗାଡ଼ି । ୧୭ ଜଣ ଗୁରୁତର ହୋଇଛନ୍ତି । ସମ୍ବଲପୁରର ମାଆ ସମଲେଶ୍ୱରୀ ଦର୍ଶନ ପାଇଁ ଏକ ଟୁରିଷ୍ଟ ଗାଡ଼ିର ଲୋକମାନେ ଯାଉଥିବା ବେଳେ ଯାଉଥିବା ବେଳେ ଡିଭାଇଡର ପିଟି ହୋଇଥିଲା । ୫୫ ନମ୍ବର ଜାତୀୟ ରାଜ ପଥର ଅନୁଗୋଳ ଜିଲ୍ଲା ହଣ୍ଡପା ଥାନା…