ଗ୍ୟାଙ୍ଗଷ୍ଟର ଏବଂ ଆତଙ୍କବାଦୀକୁ ସମାପ୍ତ କରିବା ପାଇଁ NIA ର ଚଢଉ, ୬ ରାଜ୍ୟର ୧୦୦ରୁ ଅଧିକ ସ୍ଥାନରେ ଚଢଉ ଜାରି
ଜାତୀୟ ଅନୁସନ୍ଧାନ ଏଜେନ୍ସି (NIA) ଗ୍ୟାଙ୍ଗଷ୍ଟର ଏବଂ ଆତଙ୍କବାଦୀ ନକ୍ସଲ ସମ୍ପର୍କରେ ସାରା ଦେଶରେ ଚଢ଼ଉ କରୁଛି। ଦେଶର ୬ଟି ରାଜ୍ୟର ୧୦୦ରୁ ଅଧିକ ସ୍ଥାନରେ ଚଢଉ ଜାରି ରହିଛି । ହରିୟାଣା, ପଞ୍ଜାବ, ରାଜସ୍ଥାନ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଏବଂ ମଧ୍ୟପ୍ରଦେଶର ଅନେକ ସ୍ଥାନରେ ଚଢଉ ଜାରି…