ସଚିବାଳୟରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ, ଫନି ପରବର୍ତ୍ତୀ ପରିସ୍ଥିତିକୁ ଗୁରୁତ୍ୱ
ଭୁବନେଶ୍ବର(କେନ୍ୟୁଜ୍): ରାଜ୍ୟ ସଚିବାଳୟରେ ବସିଛି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ। ଏଥିରେ ଅଧ୍ୟକ୍ଷତା କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ନେଇ ବୈଠକରେ ବିସ୍ତୃତ ଭାବରେ ଆଲୋଚନା କରାଯାଉଛି। ବିଶେଷ କରି ବାତ୍ୟା…