ନବରାତ୍ରିର ଅଷ୍ଟମ ଦିନରେ କରନ୍ତୁ ମା’ ମହାଗୌରୀଙ୍କୁ ପୂଜା, ସବୁ ପାପ ହେବ ଦୂର
ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ ପୂଜା କରାଯାଏ । ଭଗବାନ ଶିବଙ୍କ ପ୍ରତି ମା’ ମହାଗୌରୀ କଠୋର ପୂଜା କରିଥିଲେ ଯେଉଁଥି ପାଇଁ ତାଙ୍କ ଶରୀର କଳା ପଡିଯାଇଥିଲା । ଯେତେବେଳେ ଭଗବାନ ଶିବ ତାଙ୍କୁ ଦର୍ଶନ ଦେଇଥିଲେ ସେତେବେଳେ ତାଙ୍କ କୃପାରୁ ମା’ ମହାଗୌରୀଙ୍କ ଶରୀର ଅତ୍ୟନ୍ତ ଗୋରା…