ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ହେବାକୁ ଥିବା ବୈଠକରେ ଦଳର ଆଗାମୀ ରଣନୀତି ନେଇ ଆଲୋଚନା ହେବ । ଜୁନ ୨୭ରୁ ୩ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟସଭା ଅଧିବେଶନ ବସିବାକୁ ଯାଉଛି । ତା ପୂର୍ବରୁ ସଂସଦରେ ଦଳର…