Browsing Tag

Naveen Patnaik

SCB ମେଡିକାଲ ଅଗ୍ନିକାଣ୍ଡ ଘଟଣା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

କଟକ: କଟକ SCB ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କ ଅପାରଗତାରୁ ନିଆଁ ଲାଗିଥିବା କହିଛନ୍ତି ନବୀନ । ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏସସିବି ଅଗ୍ନିକାଣ୍ଡ ନେଇ ବିବୃତି…

ମୋହନ-ନବୀନ ଗୀତକୁ ନେଇ ଗଣ୍ଡଗୋଳ, କଲେଜରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍

ଜଳେଶ୍ୱର : ମୋହନ-ନବୀନ ଗୀତକୁ ନେଇ ଗଣ୍ଡଗୋଳ । କଲେଜରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍ । ବାଲେଶ୍ବର ଜିଲ୍ଲା ଅମର୍ଦ୍ଦାରୋଡ଼ସ୍ଥିତ ସିଦ୍ଧେଶ୍ବର ମହାବିଦ୍ଯାଳୟରେ ଦେଖିବାକୁ ମିଳିଛି ଏପରି ଦୃଶ୍ୟ । ମହାବିଦ୍ଯାଳୟର ବାର୍ଷିକ ଉତ୍ସବ ସମାପନ ହେବା ପରେ ଅପରାହ୍ଣରେ ସାଂସ୍କୃତିକ କାର୍ଯ୍ୟକ୍ରମ…

ଧାନ କିଣାରେ ଅବ୍ୟବସ୍ଥା, ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା

ଭୁବନେଶ୍ୱର : ଧାନ କିଣାରେ ଅବ୍ୟବସ୍ଥା । ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା । ମଣ୍ଡିରେ ଚାଷୀ ହନ୍ତସନ୍ତ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଓଡ଼ିଶାରେ ଚାଲିଥିବା ଖରିଫ ଧାନ କିଣା ପ୍ରକ୍ରିୟାରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ପୂର୍ବତନ…

ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ, କଲେ ଦିଗଙ୍ଗତ ଆତ୍ମାର ସଦଗତି କାମନା

ଭୁବନେଶ୍ୱର : ଅଭିଜିତ ମଜୁମଦାରଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ । ଅଭିଜିତଙ୍କ ଦେହାନ୍ତ ଖବର ବିଷୟରେ ଜାଣି ମୁଁ ଦୁଃଖିତ ବୋଲି କହିଛନ୍ତି ନବୀନ। ‘ଓଡ଼ିଆ ସଙ୍ଗୀତ ଜଗତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ । ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ଦିଗଙ୍ଗତ…

ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି, ୧ ଘଣ୍ଟା ୧୦ ମିନିଟ ବିଳମ୍ବରେ ନୂଆପଡ଼ାକୁ କଲେ ଯାତ୍ରା

ନୂଆପଡ଼ା: ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି । ଭୁବନେଶ୍ବର ଏୟାରପୋର୍ଟରୁ କ୍ଲିଅରାନ୍ସ ପାଇବାରେ ୧ ଘଣ୍ଟାରୁ ଅଧିକ ବିଳମ୍ବ ହେଲା । ଫଳରେ ୧ ଘଣ୍ଟା ୧୦ ମିନିଟ ବିଳମ୍ବରେ ନବୀନ ନୂଆପଡ଼ା ଯାତ୍ରା କରିଛନ୍ତି । ହେଲିକପ୍ଚର ଉଡ଼ାଣରେ ଅନୁମତି ବିଳମ୍ବ ପଛରେ ଷଡଯନ୍ତ୍ର ଅଭିଯୋଗ…

ଆସନ୍ତାକାଲି ପୁଣି ନୂଆପଡ଼ା ଯିବେ ନବୀନ, ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ ଭିକ୍ଷା କରିବେ ବିଜେଡି…

ନୂଆପଡ଼ା: ପୁଣି ନବୀନ ଯିବେ ନୂଆପଡ଼ା । ନୂଆପଡ଼ା ଓ ଖରିଆର ରୋଡରେ କରିବେ ପ୍ରଚାର । ଆସନ୍ତାକାଲି ନୂଆପଡ଼ା ଯାଇ ଦୁଇଟି ଜନସଭାକୁ ସମ୍ବୋଧନ କରିବେ । ରୋଡ ସୋ କରି ବିଜେଡି ବିଧାୟକ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ ଭିକ୍ଷା କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।  ଏହା…

ନିର୍ବାଚନୀ ସଭାରେ ନବୀନ ଆଣିଥିବା ଅଭିଯୋଗକୁ ନେଇ ପ୍ରତିକ୍ରିୟା ଦେଲେ ଜୟ ଢୋଲକିଆ

ନୂଆପଡ଼ା : ନବୀନଙ୍କ ଆକ୍ଷେପ ପରେ ଜୟଙ୍କ ଜବାବ । ନୂଆପଡ଼ା ଉପନିର୍ବାଚନର ବିଜେପିକୁ ନବୀନ ପଟ୍ଟନାୟକଙ୍କ ନିଶାନା ପରେ ଏବେ ଚିହିଁକି ଉଠିଛନ୍ତି ଜୟ । ପ୍ରେସମିଟ କରି ପ୍ରତିକ୍ରିୟା ରଖିଛନ୍ତି ଜୟ ଢୋଲକିଆ । ନିର୍ବାଚନୀ ସଭାରେ ନବୀନ ଆଣିଥିବା ଅଭିଯୋଗ ନେଇ ଦୁଃଖ ପ୍ରକାଶ କରିବା ସହ ପାଲଟା ଜବାବ…

ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ପଦଯାତ୍ରାରେ ସାମିଲ ହେବେ

ଭୁବନେଶ୍ୱର : ଆଜି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ନବୀନ ପଟ୍ଟନାୟକ ୭୯ ବର୍ଷ ବୟସରେ ପାଦ ଦେଇଛନ୍ତି । ଏଥର ନିଜ ଜନ୍ମଦିନକୁ ସେ ଭିନ୍ନ ଢଙ୍ଗରେ ପାଳନ କରିବେ। ଜନ୍ମଦିନରେ ବିଜେଡିର ଜନସଂପର୍କ ପଦଯାତ୍ରାରେ ଯୋଗଦେବେ। ନୂଆପଡ଼ା ଉପ ନିର୍ବାଚନ…

ଦରଘାବଜାର ଭସାଣିରେ ଗୋଷ୍ଠୀ ସଂଘର୍ଷ ଘଟଣା, ଦୃଢ଼ ନିନ୍ଦା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର : କଟକ ଦରଘାବଜାର ଭସାଣିରେ ଗୋଷ୍ଠୀ ସଂଘର୍ଷ ଘଟଣା । ଗୋଷ୍ଠୀ ସଂଘର୍ଷକୁ ଦୃଢ଼ ନିନ୍ଦା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର ସ୍ଥିତି ଚିନ୍ତାଜନକ । ଢେଲାପଥର ମାଡ଼ ବଡ଼ ସମ୍ବେଦନଶୀଳ ଦିଗକୁ ଇଙ୍ଗିତ କରୁଛି । ଶାନ୍ତିପ୍ରିୟ ଓଡ଼ିଶାରେ…

ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ବଢ଼ିଲା ଚର୍ଚ୍ଚା, ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ନବୀନ ପଟ୍ଟନାୟକ 

ଭୁବନେଶ୍ୱର : ଦିଲ୍ଲୀ ଯିବେ ନବୀନ ।  ଆଜିଠୁ ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବିରୋଧୀଦଳ ନେତା । ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଛି  । ସେପଟେ ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀରୁ ସୁସ୍ଥ ପରେ ଗତକାଲି ପ୍ରଥମ ବୈଠକ…

ନୂଆଁଖାଇ ଲାଗି ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା : ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର : ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ କୃପା ଆପଣମାନଙ୍କ ଉପରେ ବର୍ଷୁ ଥାଉ ବୋଲି କହିଛନ୍ତି ନବୀନ । ଏହାସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି କାମନା…

ନବୀନଙ୍କୁ ଭେଟିଲେ ରାଜ୍ୟପାଳ, ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ନବୀନ ନିବାସ ଯାଇ…