Browsing Tag

naveen urges to reconsider cbse fee hike

ଫି ବୃଦ୍ଧିର ପୁନର୍ବିଚାର କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର (କେନ୍ୟୁଜ): ସିବିଏସଇ ତରଫରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି ବୃଦ୍ଧିକୁ ସବୁଠି ନାପସନ୍ଦ କରାଯାଇଥିବା ବେଳେ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଆଜି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ…