ଆଜିଠୁ ନବରାତ୍ର ପୂଜା ଆରମ୍ଭ, ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ବିଭିନ୍ନ ଶକ୍ତିପୀଠ
ଭଦ୍ରକ: ଆସୁଛନ୍ତି ମାଆ । ଆଜିଠୁ ଆରମ୍ଭ ହେଉଛି ନବରାତ୍ର ପୂଜା । ଚଣ୍ଡିପାଠରେ ପ୍ରକମ୍ପିତ ହେଉଛି ବିଭିନ୍ନ ଶକ୍ତିପୀଠ । ଶାରଦୀୟ ଦୁର୍ଗାପୂଜା ଅବସରରେ ଚାଲିଛି ମାଆଙ୍କ ଷୋଡଶ ଉପଚାର ପୂଜା । ୯ ଦିନରେ ମା ୯ଟି ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ। ଭଦ୍ରକ ଜିଲ୍ଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଜୟ…