ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ପରେ ପାକିସ୍ତାନରୁ ଆସିଲା ଶୁଭେଚ୍ଛା ବାର୍ତ୍ତା, ଏମିତି ଲେଖିଲେ ପାକ୍…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସମଗ୍ର ମନ୍ତ୍ରୀମଣ୍ଡଳ ସହିତ ଶପଥ ଗ୍ରହଣ କରିଛନ୍ତି । ଜୁନ୍ ୪ରେ ଲୋକସଭା ନିର୍ବାଚନର ଫଳାଫଳ ଘୋଷଣା ପରଠାରୁ ଦେଶ ଏବଂ ବିଦେଶରୁ ନେତାମାନେ ଏନ୍ଡିଏର ବିଜୟ ପାଇଁ ଅଭିନନ୍ଦନ ଜଣାଉଛନ୍ତି । ଏହାରି ଭିତରେ ପଡ଼ୋଶୀ ଦେଶ ପାକିସ୍ତାନର ପ୍ରଧାନମନ୍ତ୍ରୀ…