ଛତିଶଗଡ଼ରେ ବଡ଼ ଏନକାଉଣ୍ଟର: ପୋଲିସ-ମାଓବାଦୀ ଗୁଳିବିନିମୟ, ୭ ନକ୍ସଲ ନିହତ
ଛତିଶଗଡ଼ରେ ବଡ଼ ଏନକାଉଣ୍ଟର । ୭ ମାଓବାଦୀ ସଫା । ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି । ଆଜି ସକାଳୁ ଛତିଶଗଡ଼ ଦାନ୍ତେୱାଡା ଜିଲ୍ଲାର ଦକ୍ଷିଣ ଅବୁଝମାଡ଼ ଜଙ୍ଗଲରେ ପୋଲିସ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ । ଏଥିରେ ସୁରକ୍ଷାବାହିନୀ ଗୁଳିରେ ୭ ଜଣ ନକ୍ସଲ ନିହତ ହୋଇଥିବା ବସ୍ତର ଆଇଜି…