Browsing Tag

nayapally post office

ନୟାପଲ୍ଲୀ ପୋଷ୍ଟଅଫିସର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ, ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ହେଲା କାର୍ଯ୍ୟାଳୟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଦିନ କୁ ଦିନ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥିତି ଏମିତିଯେ, ଦୈନିକ ପ୍ରାୟ ୧୦୦ରୁ ଅଧିକ ନୂଆ ପଜିଟିଭ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧା ଜିଲ୍ଲାର ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ପ୍ରାୟ ୬୦ ପ୍ରତିଶତ ରାଜଧାନୀ ଭୁବନେଶ୍ୱରର । ସ୍ଥାନୀୟ…