Browsing Tag

Neet pg entrance

ଆଜି ନିଟ୍ ପିଜି ପ୍ରବେଶିକା, ପ୍ରାୟ ୧୧ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ନୂଆଦିଲ୍ଲୀ : ଆଜି ଦେଶବ୍ୟାପୀ ନିଟ୍ ପିଜି ପରୀକ୍ଷା  । ପ୍ରାୟ ୧୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।  ଦୁଇଟି ସିଟିଂରେ ପରୀକ୍ଷା ହେବ ।  ସକାଳ ୮ଟା ୩୦ ସୁଦ୍ଧା ପରୀକ୍ଷାର୍ଥୀ ମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପହଁଚିବାକୁ ପରାମର୍ଶ ଦିଆଯାଇଛି । ପ୍ରଥମ ସିଟିଂ ସକାଳ ୯ଟାରୁ ୧୨ଟା ୩୦ ଏବଂ…