ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ, ସ୍ନେହାଶିଷ ଦାଶ ହେଲେ ଓଡ଼ିଶାର ଟପ୍ପର
ଭୁବନେଶ୍ୱର : ପ୍ରକାଶ ପାଇଲା ନିଟ୍-ୟୁଜି ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯାଇଛି । ରାଜସ୍ଥାନର ମହେଶ କୁମାର ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ…