କରୋନା ରୋକିବାକୁ ଲାଗୁ ହୋଇଥିବା ଲକଡାଉନକୁ ତୀବ୍ର ବିରୋଧ, ରାସ୍ତାକୁ ଓହ୍ଲାଇଲେ ହଜାର ହଜାର ଲୋକ
କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାର ଲକଡାଉନ ଜାରି କରିଥିବା ବେଳେ ଏହାକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଲୋକେ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନେଦରଲ୍ୟାଣ୍ଡରେ। ଏଠାରେ ସରକାରଙ୍କ ଏହି ନିଷ୍ପତ୍ତିକୁ ବିରୋଧ କରି ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି। ଏନେଇ…