Below header
Browsing Tag

new academic year

ଏପ୍ରିଲ ୨ରୁ ନୂଆ ଶିକ୍ଷାବର୍ଷ ଆରମ୍ଭ, ବୟସ ଅନୁଯାୟୀ ଉପଯୁକ୍ତ ଶ୍ରେଣୀରେ ନାଁ ଲେଖାଇବାକୁ ଗୁରୁତ୍ବ

ଭୁବନେଶ୍ୱର (କେନ୍ୟୁଜ): ଏପ୍ରିଲ ୨ରୁ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଶିକ୍ଷାବର୍ଷ ଆରମ୍ଭ ହେବ । ଏଥିପାଇଁ ଛାତ୍ରଛାତ୍ରୀଙ୍କ ବୟସ ଅନୁଯାୟୀ ସେମାନଙ୍କୁ ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ଦିଗରେ ପ୍ରଧାନଶିକ୍ଷକମାନେ ଗୁରୁତ୍ବ ଦେବାକୁ ଓସେପା ପକ୍ଷରୁ କୁହାଯାଇଛି । ଏନେଇ ଓଡ଼ିଶା…