Browsing Tag

new bridal

ସ୍ୱାମୀକୁ ଚାପୁଡା ମାରି ନବବଧୂ ଫେରାର ଘଟଣା: ଯୁବତୀ କହିଲେ ମୋତେ ମାରିଦେବେ ବୋଲି ଧମକ ଦେଇଥିଲେ

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ୱର ଭରତପୁରରେ ସ୍ୱାମୀକୁ ଚାପୁଡା ମାରି ନବବଧୂ ଫେରାର ଘଟଣାରେ ନୂଆ ଟ୍ଵିଷ୍ଟ। ଭୋ ଭୋ ହୋଇ କାନ୍ଦି ପକାଇଲେ ନବବଧୂ। ପୁଅ ଘର ଲୋକ ଆଣିଥିବା ଅଭିଯୋଗକୁ ଖଣ୍ଡନ କଲେ ନବବଧୂ। ଯାହା ଅଭିଯୋଗ ଆଣୁଛନ୍ତି ତାର ପ୍ରମାଣ ଦିଅନ୍ତୁ ବୋଲି ନବବଧୂ କହିଛନ୍ତି। ଯୌତୁକ…