Browsing Tag

new cm

ରେଖା ଗୁପ୍ତା ସରକାର ନେଲେ ୫ ବଡ଼ ନିଷ୍ପତ୍ତି, ପ୍ରଶାସନରେ ଅଦଳବଦଳ, ମାଗଣା ଯାତ୍ରାକୁ ସବୁଜ ସଙ୍କେତ

ଦିଲ୍ଲୀର ରେଖା ଗୁପ୍ତା ସରକାର ଶପଥ ନେବା ପରେ ଆକ୍ସନ ମୋଡରେ ଅଛନ୍ତି । ମୁଖ୍ୟମନ୍ତ୍ରୀ ଶୁକ୍ରବାର ଏକ ବଡ଼ ପ୍ରଶାସନିକ ଅଦଳବଦଳ କରିଛନ୍ତି । ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ସେମାନଙ୍କର ମୂଳ ବିଭାଗରେ ରିପୋର୍ଟ କରିବାକୁ କୁହାଯାଇଛି । ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କ…

ଜୁଲାଇ ୧ରୁ ଅଭିଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜୁଲାଇ ୧ ତାରିଖରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ କରିବେ ଶୁଣାଣି କରିବେ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣିବାର ସ୍ଥାନ ଓ ତାର ସ୍ଥିତି ପରଖିଛନ୍ତି ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର ।  ଏ ନେଇ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ୍ ବ୍ୟବସ୍ଥା ଓ…

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି। ସମସ୍ତ ଦୁର୍ବଳ ନଦୀବନ୍ଧ ଗୁଡ଼ିକର ତୁରନ୍ତ ସୁଦୃଢ଼ୀକରଣ ସହ ବନ୍ୟା ସମୟରେ ସଜାଗ ରହି…

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ ଦର୍ଶନ ପରେ ମହାପ୍ରଭୁଙ୍କ ଦର୍ଶନ ସହ ମା’ ଲକ୍ଷ୍ମୀ, ବିମଳା ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ଦର୍ଶନ…

ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ନିଜ ଜନ୍ମମାଟି ରାଇକଳା ଗାଁକୁ ଆସିବେ । ତାଙ୍କୁ ସ୍ବାଗତ କରିବାକୁ ଗାଁରେ ଭବ୍ୟ ପ୍ରସ୍ତୁତି ଚାଲିଛି । କାଲି ପ୍ରଥମେ ଘଟଗାଁରେ ମା…

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ ହୋଇଛନ୍ତି । ଲୋକଙ୍କ ସହ ରଜ ପାଳିଲେ,ପିଠା ଖାଇଲେ। ଗଣ ପର୍ବରେ ସାମିଲ ହେଲେ । ବୃକ୍ଷ ରୋପଣ ସହ ଓଡ଼ିଶୀ ନୃତ୍ୟର ମଜା ନେଇଛନ୍ତି ମୁଖ୍ୟମନ୍ତ୍ରୀ।…

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର ଓଡ଼ିଶାରେ ପ୍ରଥମଥର ଶପଥ ନେଇଛି । ଜଣେ ଆଦିବାସୀ ନେତା ଭାବେ ତାଙ୍କର ଖ୍ୟାତି ରହିଛି । କେନ୍ଦୁଝର ସଦରରୁ ଚାରି ଚାରିଥର ବିଧାୟକ ଭାବେ ଜିତିଛନ୍ତି ମୋହନ । ସମସ୍ତଙ୍କୁ…

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ନାମରେ ବାଜିଲା ମୋହର

କେନ୍ୟୁଜ (ବ୍ୟୁରୋ) : ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ନାମରେ ବାଜିଲା ମୋହର । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଲା । ମୁଖ୍ୟମନ୍ତ୍ରୀ ସସ୍ପେନ୍ସରୁ ପରଦା ହଟିଲା । ଆଜି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ । ଆଜି ବିଜେପିର ବିଧାୟକ ଦଳ…

ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି, ଓଡ଼ିଶା ପହଞ୍ଚିଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ

ଆଉ କିଛି ଘଣ୍ଟାର ଅପେକ୍ଷା । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିବ। ମୁଖ୍ୟମନ୍ତ୍ରୀ ସସ୍ପେନ୍ସରୁ ପରଦା ହଟିବ। ଆଜି ମୁଖ୍ୟମନ୍ତ୍ରୀ ବାଛିବ ବିଜେପି। ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ। ଆଜି ବିଜେପିର ବିଧାୟକ ଦଳ ବୈଠକ ବସିବ। ରାଜ୍ୟ କାର୍ଯ୍ୟାଳୟରେ ବସିବାକୁ ଥିବା ଏହି ବୈଠକରେ…

ଆସନ୍ତାକାଲି ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ, ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ

ଆସନ୍ତାକାଲି କଳ୍ପନାଜଳ୍ପନାର ଅନ୍ତ ଘଟିବ। ଘୋଷଣା ହେବ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ। ବିଜେପି ବିଧାୟକ ଦଳ ବୈଠକରେ ନାଁ ଘୋଷଣା ହେବ। ଆଜି ଆସୁଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ। ଦୁଇ ଜଣ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଅଧ୍ୟକ୍ଷତାରେ ବସିବ ବିଧାୟକ ଦଳ ବୈଠକ। କେନ୍ଦ୍ରୀୟ…

କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ, ରେସରେ ଅଛନ୍ତି ଧର୍ମେନ୍ଦ୍ର ଓ ମନମୋହନ

ଭୁବନେଶ୍ୱର :  କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ? ରେସରେ ଆଗରେ ଅଛନ୍ତି ଧର୍ମେନ୍ଦ୍ର ପ୍ରଧାନ ଓ ମନମୋହନ ସାମଲ। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ହୋଇପାରନ୍ତି ଡାର୍କ ହର୍ସ । ତାଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି। ସେନେଇ ଚାଲିଛି କସରତ । ସେହିଭଳି ଉପମୁଖ୍ୟମନ୍ତ୍ରୀ ରେସରେ କେଭି…

ପ୍ରସ୍ତୁତ ହେଲାଣି ଜନତା ମୈଦାନ, ୧୦ ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

ଭୁବନେଶ୍ୱର : ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତ ହେଲାଣି ଜନତା ମୈଦାନ । ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ । ଆସନ୍ତା ୧୦ ତାରିଖରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ କରିବେ ବୋଲି ମୋଦି ଘୋଷଣା କରିଥିଲେ । ଶପଥ ଗ୍ରହଣ ଉତ୍ସବରେ ମୋଦି, ଅମିତ ଶାହ ଓ ଜେପି ନଡ୍ଡା ଯୋଗ ଦେବେ । ବିଜେପି…