ଉପରମୁଁହା କରୋନା ମିଟର, ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୪୩୧ ନୂଆ ସଂକ୍ରମିତ
ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ୪୦୦ ଟପିଲା ଦୈନିକ କରୋନା ସଂକ୍ରମଣ। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୩୧ ନୂଆ ଆକ୍ରାନ୍ତ । ଏହି ସମୟରେ ୬ହଜାର ୯୫୬ କୋଭିଡ୍ ଟେଷ୍ଟ ହୋଇଛି । ତେବେ କୋଭିଡରେ ଆଉ କେହି ପ୍ରାଣ ହରାଇ ନାହାନ୍ତି । ସୁସ୍ଥ ହୋଇଛନ୍ତି ୧୯୭ ଆକ୍ରାନ୍ତ । ରାଜ୍ୟରେ ମୋଟ…