ଆଜି ପୁଣି କଟକରୁ ୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ
କଟକ(କେନ୍ୟୁଜ): କଟକ ସହରର ବିଭିନ୍ନ ଅଞ୍ଚଳରୁ ପୁଣି ୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ । ସେଥିମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିଲା ବେଳେ ୬ଟି ଲୋକାଲ କେସ ରହିଛି ବୋଲି କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ସିଏମ୍ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ…