ରାଜ୍ଯରେ ଆଜି କରୋନା ୬୪୪ ପଜିଟିଭ୍ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ
ଭୁବନେଶ୍ୱର: ଆଜି ରାଜ୍ୟରେ ୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଏମାନଙ୍କ ଭିତରୁ ୩୭୧ ଜଣ କ୍ୱାରେଣ୍ଟାଇନ୍ରେ ଥିବାବେଳେ, ବାକି ୨୭୩ ହେଉଛି ଲୋକାଲ୍ କେସ୍। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍ ସଂଖ୍ୟା ୩ ଲକ୍ଷ ୧୦…