ରାଜ୍ୟରେ ୨୪ ଘଣ୍ଟାରେ ଆଉ ୧୦ହଜାର ୭୫୭ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର (କେନ୍ୟୁଜ୍) : ରାଜ୍ୟରେ ଆଜି ସାମାନ୍ୟ କମିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୧୦ହଜାର ୭୫୭ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ସଂଖ୍ୟା ଥିଲା ୧୧ହଜାର ୭୩୨ । ଖୋର୍ଦ୍ଧା ଅପେକ୍ଷା କଟକରେ ବଢିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି କଟକରୁ ୮୭୦ ପଜଟିଭ୍…