Browsing Tag

new corona positive cases

ରାଜ୍ଯରେ ଆଜି ୧୩୮୪ ପଜିଟିଭ୍ ଚିହ୍ନଟ: ୮୭୩ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୫୧୧ ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ଯରେ ଆଜି ୧୩୮୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୮୭୩ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୫୧୧ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୬ଟି ଜିଲ୍ଲାରୁ ଏହି ସମସ୍ତ ନୂଆ…

ରାଜ୍ଯରେ ଆଜି ପୁଣି ୧୨୦୩ ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୩୦,୩୭୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୨୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୭୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୪୪୫ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ପାର୍, ମାତ୍ର ୮ ଦିନରେ ଅଢେଇ ଲକ୍ଷ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ଭାଇରସ୍‌ । ସଂକ୍ରମଣ ଥମିବାର ନାଁ ଧରୁନି । ୧୩୭ ଦିନରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୧୦ ଲକ୍ଷ ପାର କରିସାରିଲାଣି । ପ୍ରଥମ ଅଢେଇ ଲକ୍ଷ ଆକ୍ରାନ୍ତ ଛୁଇଁବାକୁ ୯୮ ଦିନ ସମୟ ଲାଗିଥିଲା । ଏବେ ମାତ୍ର ୮…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୪୫ ନୂଆ କରୋନା ଆକ୍ରାନ୍ତ, ଖାଲି ଗଞ୍ଜାମରୁ ୯୬ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୪୫ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶରଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନ ସେଣ୍ଟରୁ ୨୧୪ ଜଣ ଓ ଲୋକାଲ୍ କେସରୁ ୩୧ଜଣ ଚିହ୍ନଟ।…

ରାଜ୍ୟରେ ପୁଣି ଚିହ୍ନଟ ହେଲେ ଆଉ ୧୭୪ ନୂଆ କରୋନା ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ପୁଣି ଚିହ୍ନଟ ହେଲେ ଆଉ ୧୭୪ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହି ୧୭୪ ନୂଆ କରୋନା ଆକ୍ରାନ୍ତଙ୍କ ଭିତରୁ ୧୪୬ଜଣ କ୍ବାରେଣ୍ଟାଇନରେ…

ପୁଣି ଗଞ୍ଜାମ ଜିଲ୍ଲାରୁ ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ଏମାନଙ୍କ ଭିତରୁ ୧୩ କରୋନା ଯୋଦ୍ଧା ସଂକ୍ରମିତ

ଗଞ୍ଜାମ: ଆଜି ପୁଣି ଗଞ୍ଜାମ ଜିଲ୍ଲାରୁ ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସବୁଠାରୁ ବଡ କଥା ଏମାନଙ୍କ ଭିତରେ ୧୩ଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି। ଏହି ୧୩ଜଣ କରୋନା ଯୋଦ୍ଧାଙ୍କ ଭିତରୁ ବେଲଗୁଣ୍ଠା, ବୁଗୁଡ଼ା, ଶେରଗଡ଼, ପୁରୀ, ସୋରଡ଼ା ଓ…