କଟକ ମହାନଗର ନିଗମ ଅଞ୍ଚଳରୁ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଜି ଆଉ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୬ ଜଣଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ୨ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଓ ୮ଟି ଲୋକାଲ କେସରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୪ରେ ପହଞ୍ଚିଛଇ।…