Browsing Tag

new corona positive in odisha

ଥମିବାର ନାଁ ନେଉନି କରୋନା, ଆଜି ଭୁବନେଶ୍ଵରରେ ପୁଣି ୪୦୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ବରରେ ଦିନକୁଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରାଜଧାନୀର ବିଭିନ୍ନ ୱାର୍ଡରୁ ଆଜି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୪୨୫ରେ ପହଂଚିଛି । ଆଜି…

ଆଜି ରାଜ୍ୟରେ ୨୯୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଅତି ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ଦିନକୁ ହଜାର ହଜାର କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୨୯୪୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮୨୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୧୨୩ ରୋଗୀ ସ୍ଥାନୀୟ ସଂକ୍ରମିତ…

ଆଜି ପୁଣି ନୂଆ ୨୬ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ) : ପ୍ରଥମେ ବିଶ୍ଵ ତାପରେ ଦେଶ ଏବଂ ବର୍ତ୍ତମାନ ଓଡ଼ିଶାକୁ ନିଜ ଅକ୍ତିଆରରେ କରୁଛି କିଲର ଭାଇରସ କରୋନା। ଆଜି ରାଜ୍ୟରେ ନୂଆ ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଆକ୍ରାନ୍ତଙ୍କ…

ରାଜ୍ୟରେ ପୁଣି ୭ ଜଣ କରୋନା ପଜିଟିଭ ଚିହ୍ନଟ୍, ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ପୁଣି ନୂଆ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସୁନ୍ଦରଗଡ଼ରୁ 4 ଜଣ ଆକ୍ରାନ୍ତ ଥିବା ବେଳେ ଆଉ ୩ ଜଣ ଭଦ୍ରକ ଜିଲ୍ଲାର ବୋଲି ଜଣାପଡିଛି । ତେବେ ଭଦ୍ରକର ୩ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବାସୁଦେବପୁର ବ୍ଲକର ହୋଇଥିବା ବେଳେ…

ସୁନ୍ଦରଗଡ଼ରେ ଆଉ ୩ ପଜେଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଲା ୧୦୩କୁ

ଭୁବନେଶ୍ଵର (କେନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁବା ପରେ ଆଜି ପୁଣି ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହି ସମସ୍ତ ରୋଗୀ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି…

ରାଜ୍ୟରେ ପୁଣି ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୮୨ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର (କେନ୍ୟୁଜ): ଆଜି ପୁଣି ରାଜ୍ୟରେ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହାର ସୂଚନା ଦିଆଯାଇଛି । ତେବେଏହି ସମସ୍ତ ରୋଗୀ ଭଦ୍ରକ ଜିଲ୍ଲାର ବୋଲି ଜଣାପଡିଛି । ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…