Browsing Tag

new corona positive

ରାଜ୍ଯରେ ଆଜି ୩୦ଟି ଜିଲ୍ଲାରୁ ସର୍ବାଧିକ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୭…

ଭୁବନେଶ୍ବର: ରାଜ୍ଯରେ ଆଜି ସର୍ବାଧିକ ୧୮୭୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୧୮୨ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୬୯୪ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୩୦ଟି ଜିଲ୍ଲାରୁ ଏହି…

ଆଜି ଭୁବନେଶ୍ୱରରୁ ସର୍ବାଧିକ ୬୪ ଜଣ କରୋନା ପଜିଟିଭ ଚିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୩୬ ଓ ଲୋକାଲ କଣ୍ଟାକ୍ଟ ୨୮ଟି କେସ୍…

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୬୪ କରୋନା ପଜିଟିଭ୍ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୩୬ ଓ ଲୋକାଲ କଣ୍ଟାକ୍ଟ ୨୮ଟି କେସ୍ ଚିହ୍ନଟ ହୋଇଛି। ଲୋକାଲ କଣ୍ଟାକ୍ଟ ମଧ୍ୟରୁ ଚିହ୍ନଟଙ୍କ ଭିତରୁ ଭିମଟାଙ୍ଗୀରୁ ଜଣେ, ଲକ୍ଷ୍ମୀସାଗର ଉପରସାହି ରୁ ୨ ଜଣ , ସଲିଆସାହି ମହାବୀର ନଗରରୁ ୩ ଜଣ, ସଲିଆସାହି…

ରାଜ୍ୟରେ ପୁଣି ଚିହ୍ନଟ ହେଲେ ଆଉ ୧୭୪ ନୂଆ କରୋନା ଆକ୍ରାନ୍ତ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ପୁଣି ଚିହ୍ନଟ ହେଲେ ଆଉ ୧୭୪ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଏହି ୧୭୪ ନୂଆ କରୋନା ଆକ୍ରାନ୍ତଙ୍କ ଭିତରୁ ୧୪୬ଜଣ କ୍ବାରେଣ୍ଟାଇନରେ…

ପୁଣି ଗଞ୍ଜାମ ଜିଲ୍ଲାରୁ ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ, ଏମାନଙ୍କ ଭିତରୁ ୧୩ କରୋନା ଯୋଦ୍ଧା ସଂକ୍ରମିତ

ଗଞ୍ଜାମ: ଆଜି ପୁଣି ଗଞ୍ଜାମ ଜିଲ୍ଲାରୁ ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସବୁଠାରୁ ବଡ କଥା ଏମାନଙ୍କ ଭିତରେ ୧୩ଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି। ଏହି ୧୩ଜଣ କରୋନା ଯୋଦ୍ଧାଙ୍କ ଭିତରୁ ବେଲଗୁଣ୍ଠା, ବୁଗୁଡ଼ା, ଶେରଗଡ଼, ପୁରୀ, ସୋରଡ଼ା ଓ…

ରାଜ୍ୟରେ ସର୍ବାଧିକ ୧୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ସର୍ବାଧିକ ୧୫୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି ପାଇଛି । ୧୫୬ ନୂଆ କରୋନା ଆକ୍ରାନ୍ତଙ୍କ ଭିତରୁ ୧୫୩ ଜଣ କ୍ବାରେଣ୍ଟାନ୍ ସେଣ୍ଟରୁ ଚିହ୍ନଟ ହୋଇଥିବାବେଳେ ଅନ୍ଯ ୩ଜଣ ସ୍ଥାନୀୟ ବାସିନ୍ଦା ବୋଲି…

ଆଜି ରାଜ୍ୟରେ ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୫୧ ଜଣ କରୋନା ପଜିଟିଭଙ୍କ ଭିତରୁ କଳାହାଣ୍ଡି…

ଖୋର୍ଦ୍ଧା ଜିଲ୍ଲାରେ ପୁଣି ୭ କରୋନା ପଜେଟିଭ୍ ଚିହ୍ନଟ, ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାରେ ପୁଣି ୭ କରୋନା ପଜେଟିଭ୍ ଚିହ୍ନଟ, ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି । ୭ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ମୃତ, ବେଗୁନିଆ ବ୍ଲକ ଡିଙ୍ଗର ଗ୍ରାମର ୭୭ବର୍ଷର ବୃଦ୍ଧ ଭୁବନେଶ୍ୱରରେ ଏମସରେ ଚିକିତ୍ସାଧିନ ଅବସ୍ଥାରେ ମୃତ ହୋଇ ସୂଚନା । ଅନ୍ୟ ୬…

ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ ନୂଆ କରୋନା ଆକ୍ରାନ୍ତ, କୁଜଙ୍ଗ ଓ ନାଉଗାଁ କ୍ଵାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ

ଜଗତସିଂହପୁର(କେନ୍ୟୁଜ ବ୍ୟୁରୋ): ଜଗତସିଂହପୁର ଜିଲ୍ଲାରୁ ପୁଣି ୨୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନାଉଗାଁ ବ୍ଲକ ଜାମୁଗାଁ କ୍ଵାରେଣ୍ଟାଇନ ସେଣ୍ଟରରୁ ଏବଂ ଅନ୍ୟ ଜଣେ କୁଜଙ୍ଗ ବ୍ଲକ ଅନ୍ତର୍ଗତ ପଣ୍ଡୁଆ କ୍ଵାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ…

ଯାଜପୁରରୁ ପୁଣି ୫ ଜଣ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି

ଭୁବନେଶ୍ବର (କେନ୍ୟୁଜ): ରାଜ୍ୟରେ ଆଉ ୫ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି । ଏହି ୫ ଜଣଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଦୁଇ ଜଣ ମହିଳା ରହିଛନ୍ତି ଏବଂ ଏମାନେ ସମସ୍ତେ କୋଲକାତା ଫେରନ୍ତା । ତେବେ ଏହି ୫ ଜଣ ଯାକ…

ଖୋର୍ଦ୍ଧାରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯କୁ ବୃଦ୍ଧି

ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ତେବେ ବ୍ୟକ୍ତି ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି । ଗତକାଲି ରାଜ୍ୟରେ ୭ଟି କରୋନା ପଜିଟିଭ…