ଓଡ଼ିଶାରେ ଦୁଇ JN.1 ସଂକ୍ରମିତ ଚିହ୍ନଟ, କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଟପିଲା
ଭୁବନେଶ୍ୱର (କେନ୍ୟୁଜ୍): ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ JN.1 ଚିହ୍ନଟ ହୋଇଛି। ଏଥିରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜଣେ ସୁସ୍ଥ ଥିବାବେଳେ ଅନ୍ୟ ଜଣେ ଚିକିତ୍ସାଧୀନ ଅଛନ୍ତି। ବର୍ତ୍ତମାନ ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଥିବା ସୂଚନା ଦେଇଛନ୍ତି…