ଦିଲ୍ଲୀର ହାଉଜଖାସ ଜଗନ୍ନାଥ ମନ୍ଦିରରେ ବୋଇତ ବନ୍ଦାଣ ଉତ୍ସବ ପାଳନ
ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଉଜଖାସ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ପର୍ବ ଓ ବୋଇତ ବନ୍ଦାଣ ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି । ମନ୍ଦିର ପରିଚାଳନା କମିଟି ଶ୍ରୀ ନୀଳାଚଳ ସେବା ସଙ୍ଘ ଦ୍ୱାରା ଆୟୋଜିତ ଏହି ମହୋତ୍ସବରେ ଦିଲ୍ଲୀ ଏବଂ ଜାତୀୟ ରାଜଧାନୀ…