ଇନଭେଷ୍ଟର୍ସ ମିଟ ପାଇଁ ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ ନୂଆ ପୁଞ୍ଜି ନିବେଶ
ଭୁବନେଶ୍ୱର : ଇନଭେଷ୍ଟର୍ସ ମିଟ ପାଇଁ ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ନିବେଶକ ସମ୍ମିଳନୀରେ ଯୋଗ ଦେବା ସହ ରୋଡ- ସୋରେ ଯୋଗ ଦେବେ । ଓଡ଼ିଶାରେ ନୂତନ ପୁଞ୍ଜି ନିବେଶ ଏବଂ ଶିଳ୍ପ କ୍ଷେତ୍ରକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦୁଇ ଦିନିଆ ହାଇଦ୍ରାବାଦ…