ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଡିପଫେକ୍ ଭିଡିଓ ଭାଇରଲ ପରେ ଆଇଟି ମନ୍ତ୍ରୀ ଦେଲେ ଚେତାବନୀ
ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ଡିପଫେକ ଭିଡିଓ ଭାଇରଲ ହେବା ପରେ କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ପ୍ରତିକ୍ରିୟା ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଭାରତର ଆଇଟି ରୁଲ୍ ଅବମାନନା କରୁଥିବା ଯେକୌଣସି ବି ସୋସିଆଲ ମିଡିଆ ପ୍ଲାଟଫର୍ମ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ…